Psalms 78:50 — Compare Translations

5 translations compared side by side

Odia - 1840
"ପରମେଶ୍ବର ନିଜ କୋର୍ଧ ପାଇଁ ପଥ ପ୍ରସ୍ତୁତ କଲେ। ସେ ମୃତ୍ଯୁରୁ ସମାନଙ୍କେ ପ୍ରାଣ ରକ୍ଷା କଲେ ନାହିଁ। ମାତ୍ର ମହାମାରୀରେ ସମାନଙ୍କେ ଜୀବନକୁ ସମାପ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ, ସେ ମୃତ୍ୟୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ, ମାତ୍ର ମହାମାରୀରେ ସେମାନଙ୍କ ଜୀବନ ସମର୍ପଣ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ। ସେ ମୃତ୍ୟୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ। ମାତ୍ର ମହାମାରୀରେ ସେମାନଙ୍କ ଜୀବନକୁ ସମାପ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ, ସେ ମୃତ୍ୟୁୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ, ମାତ୍ର ମହାମାରୀରେ ସେମାନଙ୍କ ଜୀବନ ସମର୍ପଣ କଲେ;
Odia IRV 2017 (ଓଡିଆ ବାଇବେଲ)
ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ, ସେ ମୃତ୍ୟୁୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ, ମାତ୍ର ମହାମାରୀରେ ସେମାନଙ୍କ ଜୀବନ ସମର୍ପଣ କଲେ;