Psalms 78:51 — Compare Translations

5 translations compared side by side

Odia - 1840
"ସେ ମିଶରରେ ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ ହତ୍ଯା କଲେ। ହାମର ପରିବାରରେ ପ୍ରଥମଜାତ ପୁତ୍ରଗଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, ହାମ୍ର ତମ୍ଵୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ସେ ମିଶରରେ ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ ହତ୍ୟା କଲେ। ହାମର ପରିବାରରେ ପ୍ରଥମଜାତ ପୁତ୍ରଗଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, ହାମ୍‍ର ତମ୍ବୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ;
Odia IRV 2017 (ଓଡିଆ ବାଇବେଲ)
ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, ହାମ୍‍ର ତମ୍ବୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ;