Psalms 78:52 — Compare Translations
5 translations compared side by side
Odia - 1840
"ସେ ମଷେପାଳକ ପରି ତାଙ୍କର ଲୋକମାନଙ୍କର ନତେୃତ୍ବ ନଲେେ। ସେ ସମାନଙ୍କେୁ ମଷେତୁଲ୍ଯ ମରୁଭୂମି ମଧ୍ୟରେ ପଥ କଢ଼ାଇ ନଲେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ ଓ ପ୍ରାନ୍ତରରେ ସେମାନଙ୍କୁ ପଲ ପରି କଢ଼ାଇ ନେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମେଷପାଳକ ପରି ତାଙ୍କର ଲୋକମାନଙ୍କର ନେତୃତ୍ୱ ନେଲେ। ସେ ସେମାନଙ୍କୁ ମେଷତୁଲ୍ୟ ମରୁଭୂମି ମଧ୍ୟରେ ପଥ କଢ଼ାଇ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ ଓ ପ୍ରାନ୍ତରରେ ସେମାନଙ୍କୁ ପଲ ପରି କଢ଼ାଇ ନେଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ ଓ ପ୍ରାନ୍ତରରେ ସେମାନଙ୍କୁ ପଲ ପରି କଢ଼ାଇ ନେଲେ।