Psalms 78:53 — Compare Translations
5 translations compared side by side
Odia - 1840
"ପରମେଶ୍ବର ନିଜ ଲୋକମାନଙ୍କୁ ନିରାପଦରେ ଚଳାଇଲେ। ତଣେୁ ସମାନେେ ଭୟଭୀତ ହେଲେ ନାହିଁ। କିନ୍ତୁ ଶତ୍ରୁମାନଙ୍କୁ ପରମେଶ୍ବର ଲୋହିତ ସମୁଦ୍ରରେ ବୁଡ଼ାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ, ତେଣୁ ସେମାନେ ଉଦ୍ବିଗ୍ନ ନୋହିଲେ, ମାତ୍ର ସମୁଦ୍ର ସେମାନଙ୍କ ଶତ୍ରୁଗଣକୁ ମଗ୍ନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ନିଜ ଲୋକମାନଙ୍କୁ ନିରାପଦରେ ଚଳାଇଲେ। ତେଣୁ ସେମାନେ ଭୟଭୀତ ହେଲେ ନାହିଁ। କିନ୍ତୁ ଶତ୍ରୁମାନଙ୍କୁ ପରମେଶ୍ୱର ଲୋହିତ ସମୁଦ୍ରରେ ବୁଡ଼ାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ, ତେଣୁ ସେମାନେ ଉଦ୍ବିଗ୍ନ ନୋହିଲେ, ମାତ୍ର ସମୁଦ୍ର ସେମାନଙ୍କ ଶତ୍ରୁଗଣକୁ ମଗ୍ନ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ, ତେଣୁ ସେମାନେ ଉଦ୍ବିଗ୍ନ ନୋହିଲେ, ମାତ୍ର ସମୁଦ୍ର ସେମାନଙ୍କ ଶତ୍ରୁଗଣକୁ ମଗ୍ନ କଲା।