Psalms 78:54 — Compare Translations
5 translations compared side by side
Odia - 1840
"ପରମେଶ୍ବର ସମାନଙ୍କେୁ ଆପଣା ପବିତ୍ର ଦେଶକୁ ଓ ପାର୍ବତ୍ଯ ଦେଶକୁ ଆଣିଲେ, ୟାହା ସେ ତାଙ୍କ ଶକ୍ତିବଳରେ ନଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସେମାନଙ୍କୁ ଆପଣା ପବିତ୍ର ସୀମାକୁ ଓ ଆପଣା ଦକ୍ଷିଣ ହସ୍ତ ଦ୍ଵାରା ଲବ୍ଧ ଏହି ପର୍ବତକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେମାନଙ୍କୁ ଆପଣା ପବିତ୍ର ଦେଶକୁ ଓ ପାର୍ବତ୍ୟ ଦେଶକୁ ଆଣିଲେ, ଯାହା ସେ ତାଙ୍କ ଶକ୍ତିବଳରେ ନେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ସେମାନଙ୍କୁ ଆପଣା ପବିତ୍ର ସୀମାକୁ ଓ ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଲବ୍ଧ ଏହି ପର୍ବତକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ସେମାନଙ୍କୁ ଆପଣା ପବିତ୍ର ସୀମାକୁ ଓ ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଲବ୍ଧ ଏହି ପର୍ବତକୁ ଆଣିଲେ।