Psalms 78:55 — Compare Translations
5 translations compared side by side
Odia - 1840
"ପରମେଶ୍ବର ଅନ୍ୟ ଜାତିମାନଙ୍କୁ ସହେି ଭୂମିରୁ ବିତାଡ଼ିତ କଲେ। ପରମେଶ୍ବର ସହେି ଭୂମିରୁ ପ୍ରେତ୍ୟକକଙ୍କୁ ତାଙ୍କର ଅଂଶ ଦେଲେ। ସେ ଇଶ୍ରାୟେଲର ପରିବାରବର୍ଗକୁ ସମାନଙ୍କେ ତମ୍ବୁରେ ରହିବାକୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ି ଦେଲେ ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ଵାରା ସେମାନଙ୍କୁ ବିଭାଗ କରି ଦେଲେ ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ଵୁରେ ବାସ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଅନ୍ୟ ଜାତିମାନଙ୍କୁ ସେହି ଭୂମିରୁ ବିତାଡ଼ିତ କଲେ। ପରମେଶ୍ୱର ସେହି ଭୂମିରୁ ପ୍ରତ୍ୟେକଙ୍କୁ ତାଙ୍କର ଅଂଶ ଦେଲେ। ସେ ଇସ୍ରାଏଲର ପରିବାରବର୍ଗକୁ ସେମାନଙ୍କ ତମ୍ବୁରେ ରହିବାକୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ିଦେଲେ ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ୱାରା ସେମାନଙ୍କୁ ବିଭାଗ କରିଦେଲେ ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ବୁରେ ବାସ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ି ଦେଲେ ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ୱାରା ସେମାନଙ୍କୁ ବିଭାଗ କରି ଦେଲେ ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ବୁରେ ବାସ କରାଇଲେ।