Psalms 78:56 — Compare Translations
5 translations compared side by side
Odia - 1840
"କିନ୍ତୁ ସମାନେେ ସର୍ବୋପରିସ୍ଥ ପରମେଶ୍ବରଙ୍କୁ ପରୀକ୍ଷା କଲେ ଓ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ। ଏବଂ ସମାନେେ ପରମେଶ୍ବରଙ୍କର ବାକ୍ଯ ପାଳନ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ଵରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ। ଏବଂ ସେମାନେ ପରମେଶ୍ୱରଙ୍କର ବାକ୍ୟ ପାଳନ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ;