Psalms 78:57 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କଠାରୁ ବିମୁଖ ହାଇେ ଇଶ୍ରାୟେଲର ଲୋକମାନେ ନିଜର ପୂର୍ବପୁରୁଷଙ୍କ ପରି ବିଶ୍ବାସଘାତକତା କଲେ। ସମାନେେ ଗୋଟିଏ ବୁମରୋଂ ତୁଲ୍ଯ ହେଲେ। ୟାହା ଫରେିଗଲା ଓ ଅନ୍ୟ ଦିଗରେ ଚାଲିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ଵାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କଠାରୁ ବିମୁଖ ହୋଇ ଇସ୍ରାଏଲର ଲୋକମାନେ ନିଜର ପୂର୍ବପୁରୁଷଙ୍କ ପରି ବିଶ୍ୱାସଘାତକତା କଲେ। ସେମାନେ ଗୋଟିଏ ବୁମେରାଂ ତୁଲ୍ୟ ହେଲେ। ଯାହା ଫେରିଗଲା ଓ ଅନ୍ୟ ଦିଗେରେ ଗ୍ଭଲିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ୱାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ୱାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ।