Psalms 78:58 — Compare Translations
5 translations compared side by side
Odia - 1840
"କାରଣ ସମାନେେ ନିଜର ଉଚ୍ଚସ୍ଥଳୀ ଦ୍ବାରା ପରମେଶ୍ବରଙ୍କୁ ବିରକ୍ତ କଲେ। ଏବଂ ଆପଣାମାନଙ୍କ ଖାଦେିତ ପ୍ରତିମାଦ୍ବାରା ସମାନେେ ପରମେଶ୍ବରଙ୍କୁ ଇର୍ଷାନ୍ବିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ଵାରା ତାହାଙ୍କୁ ବିରକ୍ତ କଲେ । ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ଵାରା ତାହାଙ୍କର ଅନ୍ତର୍ଜ୍ଵାଳା ଜନ୍ମାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେମାନେ ନିଜର ଉଚ୍ଚସ୍ଥଳୀ ଦ୍ୱାରା ପରମେଶ୍ୱରଙ୍କୁ ବିରକ୍ତ କଲେ। ଏବଂ ଆପଣାମାନଙ୍କ ଖୋଦିତ ପ୍ରତିମାଦ୍ୱାରା ସେମାନେ ପରମେଶ୍ୱରଙ୍କୁ ଈର୍ଷାନ୍ୱିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା ତାହାଙ୍କୁ ବିରକ୍ତ କଲେ। ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ୱାରା ତାହାଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା ତାହାଙ୍କୁ ବିରକ୍ତ କଲେ। ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ୱାରା ତାହାଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇଲେ।