Psalms 78:59 — Compare Translations

5 translations compared side by side

Odia - 1840
"ପରମେଶ୍ବର ଏହା ଶୁଣିଲେ ଓ କୋର୍ଧ ହେଲେ। ଏବଂ ସେ ସଂପୂର୍ଣ୍ଣଭାବେ ଇଶ୍ରାୟେଲବାସୀଙ୍କୁ ପ୍ରତ୍ଯାଖ୍ଯାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ଏହା ଶୁଣି କୋପାନ୍ଵିତ ହେଲେ ଓ ଇସ୍ରାଏଲକୁ ଅତିଶୟ ଘୃଣା କଲେ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଏହା ଶୁଣିଲେ ଓ କ୍ରୋଧ ହେଲେ। ଏବଂ ସେ ସମ୍ପୂର୍ଣ୍ଣଭାବେ ଇସ୍ରାଏଲବାସୀଙ୍କୁ ପ୍ରତ୍ୟାଖ୍ୟାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଏହା ଶୁଣି କୋପାନ୍ୱିତ ହେଲେ ଓ ଇସ୍ରାଏଲକୁ ଅତିଶୟ ଘୃଣା କଲେ;
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଏହା ଶୁଣି କୋପାନ୍ୱିତ ହେଲେ ଓ ଇସ୍ରାଏଲକୁ ଅତିଶୟ ଘୃଣା କଲେ;