Psalms 78:6 — Compare Translations

5 translations compared side by side

Odia - 1840
"ଏପରିକି ଯେଉଁ ପିଲାମାନେ ଜନ୍ମ ହବେେ, ସମାନେେ ସମାନଙ୍କେର ପିଲାମାନଙ୍କୁ ଜଣାଇବେ। ତା'ପରେ ସମାନେେ ୟବେେ ବଡ଼ ହବେେ ସମାନଙ୍କେର ପିଲାମାନଙ୍କୁ କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଆସନ୍ତା ପୁରୁଷ, ଅର୍ଥାତ୍, ଯେଉଁ ସନ୍ତାନଗଣ ଜାତ ହେବେ, ସେମାନେ ଜାଣିବେ ଓ ଉଠି ଆପଣା ଆପଣା ସନ୍ତାନଗଣକୁ ତାହା ଜଣାଇବେ;
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ଯେଉଁ ପିଲାମାନେ ଜନ୍ମ ହେବେ, ସେମାନେ ସେମାନଙ୍କର ପିଲାମାନଙ୍କୁ ଜଣାଇବେ। ତା’ପରେ ସେମାନେ ଯେବେ ବଡ଼ ହେବେ ସେମାନଙ୍କର ପିଲାମାନଙ୍କୁ କହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଆସନ୍ତା ପୁରୁଷ, ଅର୍ଥାତ୍‍, ଯେଉଁ ସନ୍ତାନଗଣ ଜାତ ହେବେ, ସେମାନେ ଜାଣିବେ ଓ ଉଠି ଆପଣା ଆପଣା ସନ୍ତାନଗଣକୁ ତାହା ଜଣାଇବେ;
Odia IRV 2017 (ଓଡିଆ ବାଇବେଲ)
ଯେପରି ଆସନ୍ତା ପୁରୁଷ, ଅର୍ଥାତ୍‍, ଯେଉଁ ସନ୍ତାନଗଣ ଜାତ ହେବେ, ସେମାନେ ଜାଣିବେ ଓ ଉଠି ଆପଣା ଆପଣା ସନ୍ତାନଗଣକୁ ତାହା ଜଣାଇବେ;