Psalms 78:60 — Compare Translations
5 translations compared side by side
Odia - 1840
"ପରମେଶ୍ବର ଏପରିକି ଶୀଲୋସ୍ଥିତ ପବିତ୍ର ତମ୍ବୁ ତ୍ଯାଗ କଲେ। ସହେି ତମ୍ବୁରେ ପରମେଶ୍ବର ମନୁଷ୍ଯମାନଙ୍କ ମଧ୍ୟରେ ରହୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପରିକି, ସେ ଶୀଲୋସ୍ଥିତ ଆବାସ ଓ ମନୁଷ୍ୟମାନଙ୍କ ମଧ୍ୟରେ ଆପଣାର ସ୍ଥାପିତ ତମ୍ଵୁ ପରିତ୍ୟାଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଏପରିକି ଶୀଲୋସ୍ଥିତ ପବିତ୍ର ତମ୍ବୁ ତ୍ୟାଗ କଲେ। ସେହି ତମ୍ବୁରେ ପରମେଶ୍ୱର ମନୁଷ୍ୟମାନଙ୍କ ମଧ୍ୟରେ ରହୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପରିକି, ସେ ଶୀଲୋସ୍ଥିତ ଆବାସ ଓ ମନୁଷ୍ୟମାନଙ୍କ ମଧ୍ୟରେ ଆପଣାର ସ୍ଥାପିତ ତମ୍ବୁ ପରିତ୍ୟାଗ କଲେ।
Odia IRV 2017 (ଓଡିଆ ବାଇବେଲ)
ଏପରିକି, ସେ ଶୀଲୋସ୍ଥିତ ଆବାସ ଓ ମନୁଷ୍ୟମାନଙ୍କ ମଧ୍ୟରେ ଆପଣାର ସ୍ଥାପିତ ତମ୍ବୁ ପରିତ୍ୟାଗ କଲେ।