Psalms 78:62 — Compare Translations

5 translations compared side by side

Odia - 1840
"ପରମେଶ୍ବର ସମାନଙ୍କେ ସହିତ ବହୁତ ନିରାଶ ଥିଲେ। ସେ ନିଜ ଲୋକମାନଙ୍କୁ ମଧ୍ଯ ଖଡ୍ଗରେ ସମର୍ପି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ଲୋକମାନଙ୍କୁ ମଧ୍ୟ ଖଡ଼୍‍ଗରେ ସମର୍ପି ଦେଲେ ଓ ଆପଣା ଅଧିକାର ପ୍ରତି କ୍ରୁଦ୍ଧ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେମାନଙ୍କ ସହିତ ବହୁତ ନିରାଶ ଥିଲେ। ସେ ନିଜ ଲୋକମାନଙ୍କୁ ମଧ୍ୟ ଖ‌ଡ଼୍‌ଗରେ ସମର୍ପି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ଲୋକମାନଙ୍କୁ ମଧ୍ୟ ଖଡ୍ଗରେ ସମର୍ପି ଦେଲେ ଓ ଆପଣା ଅଧିକାର ପ୍ରତି କ୍ରୋଧ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ଲୋକମାନଙ୍କୁ ମଧ୍ୟ ଖଡ୍ଗରେ ସମର୍ପି ଦେଲେ ଓ ଆପଣା ଅଧିକାର ପ୍ରତି କ୍ରୋଧ ହେଲେ।