Psalms 78:63 — Compare Translations
5 translations compared side by side
Odia - 1840
"ୟୁବକମାନେ ଅଗ୍ନିରେ ପୋଡ଼ି ମଲେ। ଏବଂ ସମାନଙ୍କେ କନ୍ଯାମାନଙ୍କର ବିବାହରେ ଅନ୍ୟ ବିବାହ-ଗୀତ ଶୁଣି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଗ୍ନି ସେମାନଙ୍କ ଯୁବାଗଣକୁ ଗ୍ରାସ କଲା ଓ ସେମାନଙ୍କ କନ୍ୟାଗଣର ବିବାହ-ଗୀତ ହେଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯୁବକମାନେ ଅଗ୍ନିରେ ପୋଡ଼ି ମଲେ। ଏବଂ ସେମାନଙ୍କ କନ୍ୟାମାନଙ୍କର ବିବାହରେ ବିବାହ-ଗୀତ ଶୁଣାଗଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଗ୍ନି ସେମାନଙ୍କ ଯୁବାଗଣକୁ ଗ୍ରାସ କଲା ଓ ସେମାନଙ୍କ କନ୍ୟାଗଣର ବିବାହ-ଗୀତ ହେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅଗ୍ନି ସେମାନଙ୍କ ଯୁବାଗଣକୁ ଗ୍ରାସ କଲା ଓ ସେମାନଙ୍କ କନ୍ୟାଗଣର ବିବାହ-ଗୀତ ହେଲା ନାହିଁ।