Psalms 78:64 — Compare Translations
5 translations compared side by side
Odia - 1840
"ୟାଜକଗଣ ହତ୍ଯା ହେଲେ। କିନ୍ତୁ ବିଧବାମାନେ ସମାନଙ୍କେ ପାଇଁ ବିଳାପ କରିବାକୁ ସୁଯୋଗ ଦେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ଯାଜକଗଣ ଖଡ଼୍ଗରେ ପତିତ ହେଲେ ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକଗଣଙ୍କୁ ହତ୍ୟା କରାଗଲା। କିନ୍ତୁ ବିଧବାମାନେ ସେମାନଙ୍କ ପାଇଁ ବିଳାପ କରିବାକୁ ସୁଯୋଗ ପାଇଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ଯାଜକଗଣ ଖଡ୍ଗରେ ପତିତ ହେଲେ ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ଯାଜକଗଣ ଖଡ୍ଗରେ ପତିତ ହେଲେ ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ।