Psalms 78:65 — Compare Translations
5 translations compared side by side
Odia - 1840
"ଶଷେରେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକଙ୍କ ପରି ଓ ଅତ୍ଯଧିକ ମଦିରା ହତେୁ ହର୍ଷନାଦକାରୀ ବୀର ପରି ଉଠିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶେଷରେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକଙ୍କ ପରି ଓ ଅତ୍ୟଧିକ ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ।