Psalms 78:66 — Compare Translations
5 translations compared side by side
Odia - 1840
"ପୁଣି ପରମେଶ୍ବର ତାଙ୍କର ବିରୋଧୀକାରୀଙ୍କୁ ବଳପୂର୍ବକ ତଡ଼ି ଦେଲେ। ପରମେଶ୍ବର ତାଙ୍କର ଶତ୍ରୁଗଣଙ୍କୁ ପରାସ୍ତ କଲେ ଓ ଚିରକାଳ ପାଇଁ ଅପମାନିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଆପଣା ବିପକ୍ଷଗଣକୁ ପ୍ରହାର କରି ହଟାଇ ଦେଲେ; ସେ ସେମାନଙ୍କୁ ଚିରକାଳ ନିନ୍ଦାପାତ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପରମେଶ୍ୱର ତାଙ୍କର ବିରୋଧୀକାରୀଙ୍କୁ ବଳପୂର୍ବକ ତଡ଼ି ଦେଲେ। ପରମେଶ୍ୱର ତାଙ୍କର ଶତ୍ରୁଗଣଙ୍କୁ ପରାସ୍ତ କଲେ ଓ ଚିରକାଳ ପାଇଁ ଅପମାନିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଆପଣା ବିପକ୍ଷଗଣକୁ ପ୍ରହାର କରି ହଟାଇ ଦେଲେ; ସେ ସେମାନଙ୍କୁ ଚିରକାଳ ନିନ୍ଦାପାତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଆପଣା ବିପକ୍ଷଗଣକୁ ପ୍ରହାର କରି ହଟାଇ ଦେଲେ; ସେ ସେମାନଙ୍କୁ ଚିରକାଳ ନିନ୍ଦାପାତ୍ର କଲେ।