Psalms 78:67 — Compare Translations

5 translations compared side by side

Odia - 1840
"କିନ୍ତୁ ସେ ୟୋଷଫେ ପରିବାରକୁ ଅଗ୍ରାହ୍ଯ କଲେ। ପରମେଶ୍ବର ଇଫ୍ରଯିମ ଗୋଷ୍ଠୀକୁ ଗ୍ରହଣ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ଯୋଷେଫର ତମ୍ଵୁ ଅଗ୍ରାହ୍ୟ କଲେ ଓ ଇଫ୍ରୟିମ ଗୋଷ୍ଠୀକି ମନୋନୀତ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେ ଯୋଷେଫ ପରିବାରକୁ ଅଗ୍ରାହ୍ୟ କଲେ। ପରମେଶ୍ୱର ଇଫ୍ରୟିମ ଗୋଷ୍ଠୀକୁ ଗ୍ରହଣ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ଯୋଷେଫର ବଂଶକୁ ଅଗ୍ରାହ୍ୟ କଲେ ଓ ଇଫ୍ରୟିମ ଗୋଷ୍ଠୀକୁ ମନୋନୀତ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ଯୋଷେଫର ବଂଶକୁ ଅଗ୍ରାହ୍ୟ କଲେ ଓ ଇଫ୍ରୟିମ ଗୋଷ୍ଠୀକୁ ମନୋନୀତ କଲେ ନାହିଁ।