Psalms 78:68 — Compare Translations
5 translations compared side by side
Odia - 1840
"ନାଁ, ପରମେଶ୍ବର ଯିହୁଦା ଗୋଷ୍ଠୀକୁ ମନୋନୀତ କଲେ ଓ ଆପଣାର ପ୍ରିଯ ସଯୋନ୍ ପର୍ବତକୁ ମନୋନୀତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯିହୁଦା ଗୋଷ୍ଠୀକି, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନାଁ, ପରମେଶ୍ୱର ଯିହୁଦା ଗୋଷ୍ଠୀକୁ ମନୋନୀତ କଲେ ଓ ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯିହୁଦା ଗୋଷ୍ଠୀକୁ, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯିହୁଦା ଗୋଷ୍ଠୀକୁ, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।