Psalms 78:69 — Compare Translations
5 translations compared side by side
Odia - 1840
"ପରମେଶ୍ବର ଉଚ୍ଚତମ ସ୍ବର୍ଗପରି ତାଙ୍କର ମନ୍ଦିର ନିର୍ମାଣ କଲେ। ଚିରସ୍ଥାଯୀ ପୃଥିବୀ ତୁଲ୍ଯ ସେ ତାଙ୍କର ପବିତ୍ର ମନ୍ଦିର ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଉଚ୍ଚ (ଗଗନ) ତୁଲ୍ୟ ଓ ଅନନ୍ତକାଳ ନିମନ୍ତେ ଆପଣା ସ୍ଥାପିତ ପୃଥିବୀ ତୁଲ୍ୟ ଆପଣା ଧର୍ମଧାମ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଉଚ୍ଚତମ ସ୍ୱର୍ଗପରି ତାଙ୍କର ମନ୍ଦିର ନିର୍ମାଣ କଲେ। ଚିରସ୍ଥାୟୀ ପୃଥିବୀ ତୁଲ୍ୟ ସେ ତାଙ୍କର ପବିତ୍ର ମନ୍ଦିର ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଉଚ୍ଚ ଗଗନ ତୁଲ୍ୟ ଓ ଅନନ୍ତକାଳ ନିମନ୍ତେ ଆପଣା ସ୍ଥାପିତ ପୃଥିବୀ ତୁଲ୍ୟ ଆପଣା ଧର୍ମଧାମ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଉଚ୍ଚ ଗଗନ ତୁଲ୍ୟ ଓ ଅନନ୍ତକାଳ ନିମନ୍ତେ ଆପଣା ସ୍ଥାପିତ ପୃଥିବୀ ତୁଲ୍ୟ ଆପଣା ଧର୍ମଧାମ ନିର୍ମାଣ କଲେ।