Psalms 78:7 — Compare Translations
5 translations compared side by side
Odia - 1840
"ତଣେୁ ସମସ୍ତ ଲୋକ ପରମେଶ୍ବରଙ୍କର ଆଜ୍ଞା ମାନିବେ। ସମାନେେ କଦାପି ଭୁଲିବେ ନାହିଁ ୟେ ପରମେଶ୍ବର କ'ଣ କରିଥିଲେ। ସମାନେେ ଯତ୍ନ ସହକାରେ ପରମେଶ୍ବରଙ୍କ ଆଜ୍ଞାସବୁ ପାଳନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ଯେପରି ପରମେଶ୍ଵରଙ୍କଠାରେ ଭରସା ରଖି ପାରିବେ ଓ ପରମେଶ୍ଵରଙ୍କ କ୍ରିୟାସକଳ ପାସୋରି ନ ଯିବେ, ମାତ୍ର ତାହାଙ୍କ ଆଜ୍ଞାସବୁ ପାଳନ କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସମସ୍ତ ଲୋକ ପରମେଶ୍ୱରଙ୍କର ଆଜ୍ଞା ମାନିବେ। ସେମାନେ କଦାପି ଭୁଲିବେ ନାହିଁ ଯେ ପରମେଶ୍ୱର କ’ଣ କରିଥିଲେ। ସେମାନେ ଯତ୍ନ ସହକାରେ ପରମେଶ୍ୱରଙ୍କ ଆଜ୍ଞାସବୁ ପାଳନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଯେପରି ପରମେଶ୍ୱରଙ୍କଠାରେ ଭରସା ରଖି ପାରିବେ ଓ ପରମେଶ୍ୱରଙ୍କ କ୍ରିୟାସକଳ ପାସୋରି ନ ଯିବେ, ମାତ୍ର ତାହାଙ୍କ ଆଜ୍ଞାସବୁ ପାଳନ କରିବେ;
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ଯେପରି ପରମେଶ୍ୱରଙ୍କଠାରେ ଭରସା ରଖି ପାରିବେ ଓ ପରମେଶ୍ୱରଙ୍କ କ୍ରିୟାସକଳ ପାସୋରି ନ ଯିବେ, ମାତ୍ର ତାହାଙ୍କ ଆଜ୍ଞାସବୁ ପାଳନ କରିବେ;