Psalms 78:70 — Compare Translations
5 translations compared side by side
Odia - 1840
"ପରମେଶ୍ବର ଦାଉଦଙ୍କୁ ତାଙ୍କର ବିଶଷେ ଦାସରୂପେ ମନୋନୀତ କଲେ ଓ ମଷେ ଜଗିବା କାମରୁ ଆଣି ତାଙ୍କୁ ଗ୍ରହଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଦାଉଦଙ୍କୁ ତାଙ୍କର ବିଶେଷ ଦାସରୂପେ ମନୋନୀତ କଲେ ଓ ମେଷ ଜଗିବା କାମରୁ ଆଣି ତାଙ୍କୁ ଗ୍ରହଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ।