Psalms 78:71 — Compare Translations
5 translations compared side by side
Odia - 1840
"ସେ ଦାଉଦଙ୍କୁ ମଷେ ଓ ମଷେଶାବକ ଜଗିବା କାମରୁ ଆଣି, ତାଙ୍କୁ ଆପଣାର ଲୋକମାନଙ୍କୁ ଜଗିବାର ଦାଯିତ୍ବ ଦେଲେ। କାରଣ ଇଶ୍ରାୟେଲୀୟ ଓ ୟାକୁବର ଲୋକମାନେ, ପରମେଶ୍ବରଙ୍କର ସମ୍ପତ୍ତି ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ଲୋକ ଯାକୁବକୁ ଓ ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁତାଙ୍କୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଦାଉଦଙ୍କୁ ମେଷ ଓ ମେଷଶାବକ ଜଗିବା କାମରୁ ଆଣି, ତାଙ୍କୁ ଆପଣାର ଲୋକମାନଙ୍କୁ ଜଗିବାର ଦାୟିତ୍ୱ ଦେଲେ। କାରଣ ଇସ୍ରାଏଲୀୟ ଓ ଯାକୁବର ଲୋକମାନେ, ପରମେଶ୍ୱରଙ୍କର ସମ୍ପତ୍ତି ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ଲୋକ ଯାକୁବକୁ ଓ ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁ ତାଙ୍କୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ଲୋକ ଯାକୁବକୁ ଓ ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁ ତାଙ୍କୁ ଆଣିଲେ।