Psalms 78:72 — Compare Translations

5 translations compared side by side

Odia - 1840
"ଏବଂ ପବିତ୍ର ହୃଦଯରେ ଦାଉଦ ସହେି ଇଶ୍ରାୟେଲବାସୀଙ୍କର ନତେୃତ୍ବ ନଲେେ ଏବଂ ସେ ନିପୁଣ ସହକାରେ ତାଙ୍କୁ ଆଗଇେ ନଲେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଆପଣା ଅନ୍ତଃକରଣର ସରଳତା-ନୁସାରେ ସେମାନଙ୍କୁ ପ୍ରତିପାଳନ କଲେ ଓ ଆପଣା ହସ୍ତର ନିପୁଣତାରେ ସେମାନଙ୍କୁ ଚଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ପବିତ୍ର ହୃଦୟରେ ଦାଉଦ ସେହି ଇସ୍ରାଏଲବାସୀଙ୍କର ନେତୃତ୍ୱ ନେଲେ ଏବଂ ସେ ନିପୁଣ ସହକାରେ ତାଙ୍କୁ ଆଗେଇ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଆପଣା ଅନ୍ତଃକରଣର ସରଳତାନୁସାରେ ସେମାନଙ୍କୁ ପ୍ରତିପାଳନ କଲେ ଓ ଆପଣା ହସ୍ତର ନିପୁଣତାରେ ସେମାନଙ୍କୁ ଚଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଆପଣା ଅନ୍ତଃକରଣର ସରଳତାନୁସାରେ ସେମାନଙ୍କୁ ପ୍ରତିପାଳନ କଲେ ଓ ଆପଣା ହସ୍ତର ନିପୁଣତାରେ ସେମାନଙ୍କୁ ଚଳାଇଲେ।