Psalms 78:8 — Compare Translations

5 translations compared side by side

Odia - 1840
"ୟଦି ଲୋକମାନେ ତାଙ୍କର ପିଲାମାନଙ୍କୁ ପରମେଶ୍ବରଙ୍କର ଆଦେଶ ଶିକ୍ଷା ଦିଅନ୍ତି, ତବେେ ସମାନଙ୍କେର ସନ୍ତାନଗଣ ସମାନଙ୍କେର ପୂର୍ବପୁରୁଷଙ୍କ ପରି ହବେେ ନାହିଁ। ସମାନଙ୍କେ ପୂର୍ବପୁରୁଷଗଣ ପରମେଶ୍ବରଙ୍କ ବିରୋଧରେ ଗଲେ। ଏବଂ ସମାନେେ ତାଙ୍କ ଆଦେଶ ମାନିଲେ ନାହିଁ। ସମାନଙ୍କେର ହୃଦଯ ଦୃଢ଼ ପରମେଶ୍ବରଙ୍କଠାରେ ସମର୍ପିତ ନ ଥିଲା। ସମାନଙ୍କେର ଆତ୍ମା ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ ଓ ସେମାନଙ୍କ ଆତ୍ମା ପରମେଶ୍ଵରଙ୍କ ପ୍ରତି ବିଶ୍ଵସ୍ତ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଲୋକମାନେ ତାଙ୍କର ପିଲାମାନଙ୍କୁ ପରମେଶ୍ୱରଙ୍କର ଆଦେଶ ଶିକ୍ଷା ଦିଅନ୍ତି, ତେବେ ସେମାନଙ୍କର ସନ୍ତାନଗଣ ସେମାନଙ୍କର ପୂର୍ବପୁରୁଷଙ୍କ ପରି ହେବେ ନାହିଁ। ସେମାନଙ୍କ ପୂର୍ବପୁରୁଷଗଣ ପରମେଶ୍ୱରଙ୍କ ବିରୋଦ୍ଧରେ ଗଲେ। ଏବଂ ସେମାନେ ତାଙ୍କ ଆଦେଶ ମାନିଲେ ନାହିଁ। ସେମାନଙ୍କର ହୃଦୟ ଦୃଢ଼ ପରମେଶ୍ୱରଙ୍କଠାରେ ସମର୍ପିତ ନ ଥିଲା। ସେମାନଙ୍କର ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ; ଓ ସେମାନଙ୍କ ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ; ଓ ସେମାନଙ୍କ ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା।