Psalms 78:9 — Compare Translations
5 translations compared side by side
Odia - 1840
"ଇଫ୍ରଯିମର ଲୋକମାନେ ଅସ୍ତ୍ରଧାରଣ କରିଥିଲେ, ମାତ୍ର ସମାନେେ ୟୁଦ୍ଧ ହବୋ ଦିନରେ ପଳାଯନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୟିମର ସନ୍ତାନଗଣ ସସଜ୍ଜ ଓ ଧନୁର୍ଦ୍ଧର ହୋଇ ସଂଗ୍ରାମ ଦିନରେ ହଟିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରୟିମର ଲୋକମାନେ ଅସ୍ତ୍ରଧାରଣ କରିଥିଲେ, ମାତ୍ର ସେମାନେ ଯୁଦ୍ଧ ହେବା ଦିନରେ ପଳାୟନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଫ୍ରୟିମର ସନ୍ତାନଗଣ ସସଜ୍ଜ ଓ ଧନୁର୍ଦ୍ଧର ହୋଇ ସଂଗ୍ରାମ ଦିନରେ ହଟିଗଲେ।
Odia IRV 2017 (ଓଡିଆ ବାଇବେଲ)
ଇଫ୍ରୟିମର ସନ୍ତାନଗଣ ସସଜ୍ଜ ଓ ଧନୁର୍ଦ୍ଧର ହୋଇ ସଂଗ୍ରାମ ଦିନରେ ହଟିଗଲେ।