Psalms 79:1 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ଅନ୍ୟ ଦେଶୀଯ ଲୋକମାନେ ତୁମ୍ଭର ଦେଶକୁ ଆକ୍ରମଣ କରିଛନ୍ତି। ସମାନେେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଛନ୍ତି। ସମାନେେ ୟିରୁଶାଲମକୁ ଧ୍ବସ୍ତ ବିଧ୍ବସ୍ତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆସଫର ଗୀତ । ହେ ପରମେଶ୍ଵର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି; ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଅଛନ୍ତି; ସେମାନେ ଯିରୂଶାଲମକୁ କାନ୍ଥଡ଼ାର ଢିପି କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆସଫର ଗୀତ। ହେ ପରମେଶ୍ୱର, ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର ଦେଶକୁ ଆକ୍ରମଣ କରିଛନ୍ତି। ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଛନ୍ତି। ସେମାନେ ଯିରୁଶାଲମକୁ ଧ୍ୱସ୍ତ ବିଧ୍ୱସ୍ତ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି; ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଅଛନ୍ତି; ସେମାନେ ଯିରୂଶାଲମକୁ କାନ୍ଥଡ଼ାର ଢିପି କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି; ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଅଛନ୍ତି; ସେମାନେ ଯିରୂଶାଲମକୁ କାନ୍ଥଡ଼ାର ଢିପି କରିଅଛନ୍ତି।