Psalms 79:10 — Compare Translations
5 translations compared side by side
Odia - 1840
"ଅନ୍ୟ ଦେଶୀଯ ଲୋକମାନଙ୍କୁ କହିବାକୁ ଦିଅ ନାହିଁ। ସମାନଙ୍କେର ପରମେଶ୍ବର କାହାଁନ୍ତି? ହେ ପରମେଶ୍ବର, ସହେି ଲୋକମାନଙ୍କୁ ଦଣ୍ଡ ଦିଅ ୟାହା ଫଳରେ କି ଆମ୍ଭମାନେେ ମଧ୍ଯ ତାହା ଦେଖି ପାରିବୁ। ତୁମ୍ଭର ସବକମାନଙ୍କେୁ ହତ୍ଯା କରିଥିବାରୁ ସମାନଙ୍କେୁ ଦଣ୍ଡ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ୟ ଦେଶୀୟମାନେ କିହେତୁ କହିବେ, ସେମାନଙ୍କର ପରମେଶ୍ଵର କାହାନ୍ତି? ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଦେଶୀୟ ଲୋକମାନଙ୍କୁ କହିବାକୁ ଦିଅ ନାହିଁ। “ସେମାନଙ୍କର ପରମେଶ୍ୱର କାହାନ୍ତି?” ହେ ପରମେଶ୍ୱର, ସେହି ଲୋକମାନଙ୍କୁ ଦଣ୍ଡ ଦିଅ ଯାହା ଫଳରେ କି ଆମ୍ଭେମାନେ ମଧ୍ୟ ତାହା ଦେଖି ପାରିବୁ। ତୁମ୍ଭର ସେବକମାନଙ୍କୁ ହତ୍ୟା କରିଥିବାରୁ ସେମାନଙ୍କୁ ଦଣ୍ଡ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ୟ ଦେଶୀୟମାନେ କାହିଁକି କହିବେ, ସେମାନଙ୍କର ପରମେଶ୍ୱର କାହାନ୍ତି? ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ।
Odia IRV 2017 (ଓଡିଆ ବାଇବେଲ)
ଅନ୍ୟ ଦେଶୀୟମାନେ କାହିଁକି କହିବେ, “ସେମାନଙ୍କର ପରମେଶ୍ୱର କାହାନ୍ତି?” ତୁମ୍ଭ ଦାସଗଣର ଯେଉଁ ରକ୍ତ ପାତିତ ହୋଇଅଛି, ତହିଁର ପ୍ରତିଫଳ ଆମ୍ଭମାନଙ୍କ ସାକ୍ଷାତରେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ପ୍ରକାଶିତ ହେଉ।