Psalms 79:11 — Compare Translations
5 translations compared side by side
Odia - 1840
"ଦୟାକରି ବନ୍ଦୀମାନଙ୍କର ଆର୍ତ୍ତନାଦ ଶୁଣ। ହେ ପରମେଶ୍ବର, ତୁମ୍ଭର ମହାଶକ୍ତି ପ୍ରଯୋଗ କରି ମରଣାର୍ଥେ ଲୋକମାନଙ୍କୁ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବନ୍ଦୀର ହାହାକାର ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ତୁମ୍ଭ ପରାକ୍ରମର ମହତ୍ତ୍ଵାନୁସାରେ ମରଣାର୍ଥେ ନିରୂପିତ ଲୋକମାନଙ୍କୁ ରକ୍ଷା କର ।
Odia Bible ERV 2004 (ପବିତ୍ର ବାଇବଲ)
ଦୟାକରି ବନ୍ଦୀମାନଙ୍କର ଆର୍ତ୍ତନାଦ ଶୁଣ। ହେ ପରମେଶ୍ୱର, ତୁମ୍ଭର ମହାଶକ୍ତି ପ୍ରୟୋଗ କରି ମରଣାର୍ଥେ ଲୋକମାନଙ୍କୁ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବନ୍ଦୀର ହାହାକାର ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ତୁମ୍ଭ ପରାକ୍ରମର ମହତ୍ତ୍ୱାନୁସାରେ ମରଣାର୍ଥେ ନିରୂପିତ ଲୋକମାନଙ୍କୁ ରକ୍ଷା କର।
Odia IRV 2017 (ଓଡିଆ ବାଇବେଲ)
ବନ୍ଦୀର ହାହାକାର ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ତୁମ୍ଭ ପରାକ୍ରମର ମହତ୍ତ୍ୱାନୁସାରେ ମରଣାର୍ଥେ ନିରୂପିତ ଲୋକମାନଙ୍କୁ ରକ୍ଷା କର।