Psalms 79:12 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଛନ୍ତି, ସମାନଙ୍କେୁ ସାତଗୁଣ ପ୍ରତିଫଳ ଦଣ୍ଡ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ହେ ପ୍ରଭୋ, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଅଛନ୍ତି, ସେହି ନିନ୍ଦାର ସାତ ଗୁଣ ପ୍ରତିଫଳ ସେମାନଙ୍କ କ୍ରୋଡ଼ରେ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଛନ୍ତି, ସେମାନଙ୍କୁ ସାତଗୁଣ ପ୍ରତିଫଳ ଦଣ୍ଡ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହେ ପ୍ରଭୋ, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଅଛନ୍ତି, ସେହି ନିନ୍ଦାର ସାତ ଗୁଣ ପ୍ରତିଫଳ ସେମାନଙ୍କ କ୍ରୋଡ଼ରେ ଦିଅ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହେ ପ୍ରଭୁ, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଅଛନ୍ତି, ସେହି ନିନ୍ଦାର ସାତ ଗୁଣ ପ୍ରତିଫଳ ସେମାନଙ୍କ କ୍ରୋଡ଼ରେ ଦିଅ।