Psalms 79:13 — Compare Translations

5 translations compared side by side

Odia - 1840
"ତା' ହେଲେ ଆମ୍ଭେ ତୁମ୍ଭର ଲୋକ, ତୁମ୍ଭର ମଷେପଲ ସର୍ବଦା ତୁମ୍ଭକୁ ଧନ୍ଯବାଦ ଦବେୁ। ପିଢ଼ୀ ପରେ ପିଢ଼ୀ, ତୁମ୍ଭେ ୟାହା କରିଛ, ସେଥିପାଇଁ ଆମ୍ଭେ ତୁମ୍ଭକୁ ପ୍ରଶଂସା କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ତୁମ୍ଭର ଲୋକ ଓ ତୁମ୍ଭ ଚରାସ୍ଥାନର ମେଷ ଯେ ଆମ୍ଭେମାନେ, ଆମ୍ଭେମାନେ ସଦାକାଳ ତୁମ୍ଭର ଧନ୍ୟବାଦ କରିବା; ଆମ୍ଭେମାନେ ପୁରୁଷପରମ୍ପରା ପ୍ରତି ତୁମ୍ଭର ପ୍ରଶଂସା ପ୍ରକାଶ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ହେଲେ ଆମ୍ଭେ ତୁମ୍ଭର ଲୋକ, ତୁମ୍ଭର ମେଷପଲ ସର୍ବଦା ତୁମ୍ଭକୁ ଧନ୍ୟବାଦ ଦେବୁ। ପିଢ଼ି ପରେ ପିଢ଼ି, ତୁମ୍ଭେ ଯାହା କରିଛ, ସେଥିପାଇଁ ଆମ୍ଭେ ତୁମ୍ଭକୁ ପ୍ରଶଂସା କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ତୁମ୍ଭର ଲୋକ ଓ ତୁମ୍ଭ ଚରାସ୍ଥାନର ମେଷ ଯେ ଆମ୍ଭେମାନେ, ଆମ୍ଭେମାନେ ସଦାକାଳ ତୁମ୍ଭର ଧନ୍ୟବାଦ କରିବା; ଆମ୍ଭେମାନେ ସମସ୍ତ ପିଢ଼ି ପ୍ରତି ତୁମ୍ଭର ପ୍ରଶଂସା ପ୍ରକାଶ କରିବା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ତୁମ୍ଭର ଲୋକ ଓ ତୁମ୍ଭ ଚରାସ୍ଥାନର ମେଷ ଯେ ଆମ୍ଭେମାନେ, ଆମ୍ଭେମାନେ ସଦାକାଳ ତୁମ୍ଭର ଧନ୍ୟବାଦ କରିବା; ଆମ୍ଭେମାନେ ସମସ୍ତ ପିଢ଼ି ପ୍ରତି ତୁମ୍ଭର ପ୍ରଶଂସା ପ୍ରକାଶ କରିବା।