Psalms 79:2 — Compare Translations

5 translations compared side by side

Odia - 1840
"ସମାନେେ ତୁମ୍ଭ ଦାସଗଣର ଶବ ଖାଦ୍ୟ ନିମନ୍ତେ ଖଚେର ପକ୍ଷୀଗଣଙ୍କୁ ଦଇେଅଛନ୍ତି। ତୁମ୍ଭର ସଦ୍ଭକ୍ତମାନଙ୍କ ମାଂସ ବନ୍ଯ ପଶୁଗଣଙ୍କୁ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତୁମ୍ଭ ଦାସଗଣର ଶବ ଭକ୍ଷ୍ୟ ନିମନ୍ତେ ଖେଚର ପକ୍ଷୀଗଣକୁ ଦେଇଅଛନ୍ତି, ତୁମ୍ଭ ସଦ୍ଭକ୍ତମାନଙ୍କ ମାଂସ ଭୂଚର ପଶୁଗଣକୁ ଦେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତୁମ୍ଭ ଦାସଗଣର ଶବ ଖାଦ୍ୟ ନିମନ୍ତେ ଖେଚର ପକ୍ଷୀଗଣଙ୍କୁ ଦେଇଛନ୍ତି। ତୁମ୍ଭର ସ‌ଦ୍‌ଭକ୍ତମାନଙ୍କ ମାଂସ ବନ୍ୟ ପଶୁଗଣଙ୍କୁ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତୁମ୍ଭ ଦାସଗଣର ଶବ ଭକ୍ଷ୍ୟ ନିମନ୍ତେ ଖେଚର ପକ୍ଷୀଗଣକୁ ଦେଇଅଛନ୍ତି, ତୁମ୍ଭ ସଦ୍‍ଭକ୍ତମାନଙ୍କ ମାଂସ ଭୂଚର ପଶୁଗଣକୁ ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତୁମ୍ଭ ଦାସଗଣର ଶବ ଭକ୍ଷ୍ୟ ନିମନ୍ତେ ଖେଚର ପକ୍ଷୀଗଣକୁ ଦେଇଅଛନ୍ତି, ତୁମ୍ଭ ସଦ୍‍ଭକ୍ତମାନଙ୍କ ମାଂସ ଭୂଚର ପଶୁଗଣକୁ ଦେଇଅଛନ୍ତି।