Psalms 79:3 — Compare Translations

5 translations compared side by side

Odia - 1840
"ଶତ୍ରୁମାନେ ୟିରୂଶାଲମର ଚତୁର୍ଦ୍ଦିଗରେ ତୁମ୍ଭର ଲୋକମାନଙ୍କର ରକ୍ତକୁ ପାଣି ପରି ବୁହାଇଲେ। ସମାନଙ୍କେୁ କବର ଦବୋ ପାଇଁ କାହାରିକୁ ରଖି ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ରକ୍ତ ଯିରୂଶାଲମର ଚତୁର୍ଦ୍ଦିଗରେ ସେମାନେ ଜଳ ପରି ଢାଳିଅଛନ୍ତି ଓ ସେମାନଙ୍କୁ କବର ଦେବା ପାଇଁ କେହି ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶତ୍ରୁମାନେ ଯିରୁଶାଲମର ଚତୁର୍ଦ୍ଦିଗରେ ତୁମ୍ଭର ଲୋକମାନଙ୍କର ରକ୍ତକୁ ପାଣି ପରି ବୁହାଇଲେ। ସେମାନଙ୍କୁ କବର ଦେବା ପାଇଁ କାହାରିକୁ ରଖି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ରକ୍ତ ଯିରୂଶାଲମର ଚତୁର୍ଦ୍ଦିଗରେ ସେମାନେ ଜଳ ପରି ଢାଳିଅଛନ୍ତି ଓ ସେମାନଙ୍କୁ କବର ଦେବା ପାଇଁ କେହି ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ରକ୍ତ ଯିରୂଶାଲମର ଚତୁର୍ଦ୍ଦିଗରେ ସେମାନେ ଜଳ ପରି ଢାଳିଅଛନ୍ତି ଓ ସେମାନଙ୍କୁ କବର ଦେବା ପାଇଁ କେହି ନ ଥିଲା।