Psalms 79:4 — Compare Translations

5 translations compared side by side

Odia - 1840
"ଆମ୍ଭ ପଡ଼ୋଶୀ ଦବଗେଣ ଆମ୍ଭମାନଙ୍କୁ ଅପମାନିତ କଲେ। ଆମ୍ଭର ସବୁ ଚତୁପାଶର୍‌ବରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ପଡ଼ୋଶୀ ଦେବଗଣ ଆମ୍ଭମାନଙ୍କୁ ଅପମାନିତ କଲେ। ଆମ୍ଭର ସବୁ ଚତୁର୍ପାର୍ଶ୍ୱରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ।