Psalms 79:5 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ଏହା ଆଉ କେତେ ଦିନ ପର୍ୟ୍ଯନ୍ତ ୟିବ? ତୁମ୍ଭେ କ'ଣ ଚିରକାଳ ଆମ୍ଭମାନଙ୍କ ଉପରେ କୋର୍ଧ କରିଥିବ? ତୁମ୍ଭର ଅନ୍ତର କଗ୍ଦଣ ଜ୍ବାଳା ଅଗ୍ନିପରି ସର୍ବଦା ଜଳିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ? ତୁମ୍ଭର ଅନ୍ତର୍ଜ୍ଵାଳା କି ଅଗ୍ନି ପରି ଜ୍ଵଳିବ?
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଏହା ଆଉ କେତେ ଦିନ ପର୍ଯ୍ୟନ୍ତ ଯିବ? ତୁମ୍ଭେ କ’ଣ ଚିରକାଳ ଆମ୍ଭମାନଙ୍କ ଉପରେ କ୍ରୋଧ କରିଥିବ? ତୁମ୍ଭର ଅନ୍ତର କ’ଣ ଅଗ୍ନିଜ୍ୱାଳା ପରି ସର୍ବଦା ଜଳିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, କେତେ କାଳ? ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ? ତୁମ୍ଭର ଅନ୍ତର୍ଜ୍ୱାଳା କି ଅଗ୍ନି ପରି ଜ୍ୱଳିବ?
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, କେତେ କାଳ? ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ? ତୁମ୍ଭର ଅନ୍ତର୍ଜ୍ୱାଳା କି ଅଗ୍ନି ପରି ଜ୍ୱଳିବ?