Psalms 79:6 — Compare Translations
5 translations compared side by side
Odia - 1840
"ଯେଉଁ ଜାତିମାନେ ତୁମ୍ଭକୁ ସ୍ବୀକାର କରୁ ନାହାନ୍ତି, ଯେଉଁ ରାଜ୍ଯ ସମୂହ ତୁମ୍ଭର ଉପାସନା କରନ୍ତି ନାହିଁ, ତୁମ୍ଭର କୋର୍ଧ ସମାନଙ୍କେ ଉପରେ ଢ଼ାଳି ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଜାତିମାନେ ତୁମ୍ଭକୁ ସ୍ୱୀକାର କରୁ ନାହାନ୍ତି, ଯେଉଁ ରାଜ୍ୟ ସମୂହ ତୁମ୍ଭର ଉପାସନା କରନ୍ତି ନାହିଁ, ତୁମ୍ଭର କ୍ରୋଧ ସେମାନଙ୍କ ଉପରେ ଢାଳି ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ।