Psalms 79:7 — Compare Translations
5 translations compared side by side
Odia - 1840
"ସମାନେେ ୟାକୁବଙ୍କ ପରିବାରକୁ ଧ୍ବଂସ କରି ଅଛନ୍ତି। ଓ ସମାନେେ ତା'ର ଗୃହଭୂମିକୁ ଧ୍ବଂସ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ତାହାର ବାସସ୍ଥାନ ଉଜାଡ଼ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯାକୁବଙ୍କ ପରିବାରକୁ ଧ୍ୱଂସ କରିଅଛନ୍ତି। ଓ ସେମାନେ ତା’ର ଗୃହଭୂମିକୁ ଧ୍ୱଂସ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ତାହାର ବାସସ୍ଥାନ ଉଜାଡ଼ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ତାହାର ବାସସ୍ଥାନ ଉଜାଡ଼ କରିଅଛନ୍ତି।