Psalms 79:8 — Compare Translations

5 translations compared side by side

Odia - 1840
"ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ। ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦଖାେଅ!ଆମ୍ଭମାନେେ ଆଜି କ୍ଷୀଣ ହାଇେଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପିତୃପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ; ତୁମ୍ଭର କରୁଣା ଶୀଘ୍ର ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେଉ । କାରଣ ଆମ୍ଭେମାନେ ଅତି କ୍ଷୀଣ ହୋଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ। ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦେଖାଅ! ଆମ୍ଭେମାନେ ଆଜି କ୍ଷୀଣ ହୋଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ; ତୁମ୍ଭର କରୁଣା ଶୀଘ୍ର ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେଉ। କାରଣ ଆମ୍ଭେମାନେ ଅତି କ୍ଷୀଣ ହୋଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ; ତୁମ୍ଭର କରୁଣା ଶୀଘ୍ର ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେଉ। କାରଣ ଆମ୍ଭେମାନେ ଅତି କ୍ଷୀଣ ହୋଇଅଛୁ।