Psalms 79:9 — Compare Translations
5 translations compared side by side
Odia - 1840
"ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ବର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାୟ୍ଯ କର ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର ଏବଂ ପାପସବୁ କ୍ଷମା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର ଏବଂ ପାପସବୁ କ୍ଷମା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର।
Odia IRV 2017 (ଓଡିଆ ବାଇବେଲ)
ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର।