Psalms 8:1 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ୟ୍ଯଜନକ ଓ ପ୍ରଶଂସାୟୁକ୍ତ। ତୁମ୍ଭର ନାମ ସ୍ବର୍ଗରେ ମଧ୍ଯ ପ୍ରଶଂସା ୟୋଗ୍ଯ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ!
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ଯିଏକି ଗୀତ୍ତୀତ୍ ସ୍ୱରରେ ଗାନ କରେ। ଦାଉଦଙ୍କର ଏକ ଗୀତ। ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ତୁମ୍ଭର ନାମ ଏ ପୃଥିବୀରେ ସବୁଠାରୁ ଆଶ୍ଚର୍ଯ୍ୟଜନକ ଓ ପ୍ରଶଂସାଯୁକ୍ତ। ତୁମ୍ଭର ନାମ ସ୍ୱର୍ଗରେ ମଧ୍ୟ ପ୍ରଶଂସା ଯୋଗ୍ୟ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।