Psalms 8:2 — Compare Translations

5 translations compared side by side

Odia - 1840
"ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶେ ଶିଶୁ ଓ ଦୁଗ୍ଧପୋଷ୍ୟ-ମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।