Psalms 8:3 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ ମାେ ଉପରେ ଥିବା ସ୍ବର୍ଗକୁ ଚାହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ବାରା ନିର୍ମିତ ବୋଲି ଜଣାପଡ଼େ। ମୁଁ ସହେି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ୟ୍ଯ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ତଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋ’ ଉପରେ ଥିବା ସ୍ୱର୍ଗକୁ ଗ୍ଭହିଁଲେ ତାହା ତୁମ୍ଭ ଅଙ୍ଗୁଳି ଦ୍ୱାରା ନିର୍ମିତ ବୋଲି ଜଣାପଡ଼େ। ମୁଁ ସେହି ଆକାଶରେ ତୁମ୍ଭ ସୃଷ୍ଟି ଚନ୍ଦ୍ର ଓ ନକ୍ଷତ୍ରଗଣଙ୍କୁ ଦେଖେ ଓ ଆଶ୍ଚର୍ଯ୍ୟ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)