Psalms 8:5 — Compare Translations
5 translations compared side by side
Odia - 1840
"କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ବପୂର୍ଣ୍ଣ ପରମେଶ୍ବର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ ଓ ସମାନଙ୍କେୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ତ୍ୱପୂର୍ଣ୍ଣ, ପରମେଶ୍ୱର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ ଓ ସେମାନଙ୍କୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୁନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।