Psalms 8:6 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସହେି ଲୋକମାନଙ୍କୁ ଅଧିଷ୍ଠିତ କରିଛ। ତୁମ୍ଭେ ସବୁ ସହେିମାନଙ୍କ ନିଯନ୍ତ୍ରଣରେ ଛାଡ଼ି ଦଇେଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ଵ ଦେଉଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ହସ୍ତରେ ତିଆରି କରୁଥିବା ସମସ୍ତ ବସ୍ତୁରେ ସେହି ଲୋକମାନଙ୍କୁ ଅଧିଷ୍ଠିତ କରିଛ। ତୁମ୍ଭେ ସବୁ ସେହିମାନଙ୍କ ନିୟନ୍ତ୍ରଣରେ ଛାଡ଼ି ଦେଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;