Psalms 8:9 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ବିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ଏହି ପୃଥିବୀରେ ତୁମ୍ଭର ନାମ ସବୁଠାରେ ମହିମାନ୍ୱିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।