Psalms 80:1 — Compare Translations

5 translations compared side by side

Odia - 1840
"ହେ ଇଶ୍ରାୟେଲର ପାଳକ, କର୍ଣ୍ଣପାତ କର। ତୁମ୍ଭେ ୟୋଷଫରେ ଲୋକମାନଙ୍କୁ ମଷେପରି ନତେୃତ୍ବ କରିଅଛ। କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ଯ ଉପବିଷ୍ଟ ହେଲେ, ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍-ଏଦୂତ୍ ସ୍ଵରରେ ଆସଫର ଗୀତ । ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ “ଶୋଶନ୍ନୀମ୍-ଏଦୂତ୍” ସ୍ୱରରେ ଆସଫର ଗୀତ। ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର। ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ। କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ, ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।