Psalms 80:10 — Compare Translations

5 translations compared side by side

Odia - 1840
"ତାହାର ଛାଯାରେ ପର୍ବତଗୁଡ଼ିକ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ବରଙ୍କ ବିରାଟ ଦବଦୋରୁ ବୃକ୍ଷକୁ ମଧ୍ଯ ଆଚ୍ଛାଦନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ଵରଙ୍କ ଏରସବୃକ୍ଷ ତୁଲ୍ୟ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ଛାୟାରେ ପର୍ବତଗୁଡ଼ିକ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ବିରାଟ ଦେବଦାରୁ ବୃକ୍ଷକୁ ମଧ୍ୟ ଆଚ୍ଛାଦନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ଏରସ ବୃକ୍ଷ ତୁଲ୍ୟ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ଏରସବୃକ୍ଷ ତୁଲ୍ୟ ହେଲେ।