Psalms 80:11 — Compare Translations
5 translations compared side by side
Odia - 1840
"ଭୂମଧ୍ଯସାଗର ପର୍ୟ୍ଯନ୍ତ ଆପଣା ଶାଖା ଓ ଫରାତ୍ ନଦୀ ପର୍ୟ୍ଯନ୍ତ ଆପଣା ପଲ୍ଲବ ବିସ୍ତାର କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଭୂମଧ୍ୟସାଗର ପର୍ଯ୍ୟନ୍ତ ଆପଣା ଶାଖା ଓ ଫରାତ୍ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
Odia IRV 2017 (ଓଡିଆ ବାଇବେଲ)
ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।