Psalms 80:12 — Compare Translations
5 translations compared side by side
Odia - 1840
"ହେ ପରମେଶ୍ବର, ତୁମ୍ଭେ କାହିଁକି ଦ୍ରାକ୍ଷାଲତାର ସୁରକ୍ଷା ପ୍ରାଚୀର ଭାଙ୍ଗି ପକାଇଲ? ପଥିକମାନେ ସବୁ ଅଙ୍ଗୁର ଛିଣ୍ଡାଇ ପକାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ତାଇ ପକାଉ ଅଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ କାହିଁକି ଦ୍ରାକ୍ଷାଲତାର ସୁରକ୍ଷା ପ୍ରାଚୀର ଭାଙ୍ଗି ପକାଇଲ? ପଥିକମାନେ ସବୁ “ଅଙ୍ଗୁର” ଛିଣ୍ଡାଇ ପକାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ଡାଇ ପକାଉଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ଡାଇ ପକାଉ ଅଛନ୍ତି?