Psalms 80:13 — Compare Translations

5 translations compared side by side

Odia - 1840
"ବନରୁ ବରାହ ଆସି ଦ୍ରାକ୍ଷାବୃକ୍ଷ ଉପାଡ଼ି ପକାଏ, ବନର ପଶୁଗଣ ତା'ର ପତ୍ର ଖାଇୟାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯାʼନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ବନରୁ ବାହାରି ଆସି “ଦ୍ରାକ୍ଷାବୃକ୍ଷ” ଉପାଡ଼ି ପକାଏ, ବନର ପଶୁଗଣ ତା’ର ପତ୍ର ଖାଇଯା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯାʼନ୍ତି।
Odia IRV 2017 (ଓଡିଆ ବାଇବେଲ)
ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯା’ନ୍ତି।